www.samajalive.in
Sunday, December 7, 2025
23.1 C
Bhubaneswar

ଭିଜିଲାନ୍ସ ଜାଲରେ ଭୂତତ୍ତ୍ଵବିତ୍‌, ୪୦ ହଜାର ଲାଞ୍ଚ ନେବାବେଳେ ଧରାପଡ଼ିଲେ

ସମାଜ ଡିଜିଟାଲ ଡେସ୍କ: ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଆଉ ଜଣେ ଅଧିକାରୀ। ଲାଞ୍ଚ ନେବା ସମୟରେ ଜଣେ ଭୂତତ୍ତ୍ଵବିତ୍‌(ଜିଓଲୋଜିଷ୍ଟ)ଙ୍କୁ ଧରିଛି ଭିଜିଲାନ୍ସ। ବଲାଙ୍ଗୀର ଜିଲାର ଭୂତଳ ଜଳ ବିଭାଗରେ କାର୍ଯ୍ୟରତ ଏହି ଭୂତତ୍ତ୍ଵବିତ୍‌ ଜଣକ ହେଉଛନ୍ତି ଅସୀମ ଅଂଶୁମାନ ନାୟକ। ସେ ବୁଧବାର ଜଣେ ବ୍ୟକ୍ତିଙ୍କଠାରୁ ୪୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ଟିମ୍‌ ତାଙ୍କୁ ଧରିଛି। ଏହା ପରେ ଭିଜିଲାନ୍ସ ଅଧିକାରୀମାନେ ସମ୍ବଲପୁର ଏବଂ ବଲାଙ୍ଗୀର ଜିଲାର ବିଭିନ୍ନବି ଠିକଣାରେ ଚଢ଼ାଉ ଆରମ୍ଭ କରିଦେଇଛନ୍ତି। ବିଶେଷକରି ନାୟକଙ୍କ କାର୍ଯ୍ୟାଳୟ ଏବଂ ଶତାବ୍ଦୀନଗରସ୍ଥିତ ଘରେ ଏକକାଳୀନ ଚଢ଼ାଉ ଚାଲିଥିବା ସୂଚନା ମିଳିଛି।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories