www.samajalive.in
Sunday, December 7, 2025
26.1 C
Bhubaneswar

ବିଜୟା ରାହତକର ଜାତୀୟ ମହିଳା ଆୟୋଗର ଅଧ୍ୟକ୍ଷା ନିଯୁକ୍ତ

ଡେସ୍କ: ବିଜୟା ରାହତକରଙ୍କୁ ଜାତୀୟ ମହିଳା ଆୟୋଗର ଅଧ୍ୟକ୍ଷା ଭାବେ ନିଯୁକ୍ତ କରାଯାଇଛି। ଏନେଇ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଶ୍ରୀମତୀ ରାହତକର ମହାରାଷ୍ଟ୍ର ରାଜ୍ୟ ମହିଳା ଆୟୋଗର ଅଧ୍ୟକ୍ଷା ଏବଂ ଔରଙ୍ଗାବାଦର ମେୟର ଭାବରେ କାର୍ଯ୍ୟ କରିଛନ୍ତି। ସେ ବିଜେପିର ରାଷ୍ଟ୍ରୀୟ ସମ୍ପାଦକ ଏବଂ ଦଳର ମହିଳା ଶାଖାର ସଭାପତି ଭାବରେ ମଧ୍ୟ କାର୍ଯ୍ୟ କରିଛନ୍ତି। ଡକ୍ଟର ଅର୍ଚ୍ଚନା ମଜୁମଦାରଙ୍କୁ ଜାତୀୟ ମହିଳା ଆୟୋଗ ସଦସ୍ୟ ଭାବରେ ନିଯୁକ୍ତ କରିବା ବିଷୟରେ ମଧ୍ୟ ମନ୍ତ୍ରଣାଳୟ ବିଜ୍ଞପ୍ତି ଜାରି କରିଛି।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories