www.samajalive.in
Monday, December 8, 2025
13.1 C
Bhubaneswar

ବିଜୟା ଦଶମୀ ପାଇଁ ସାରା ଦେଶ ଉତ୍ସବ ମୁଖର

ନୂଆଦିଲ୍ଲୀ : ଦେଶବ୍ୟାପୀ ଆଜି ବିଜୟା ଦଶମୀ ବା ଦଶହରା ପର୍ବ ପାଳନ କରାଯାଉଛି । ଅସତ୍ୟ ଉପରେ ସତ୍ୟର ବିଜୟ ସ୍ୱରୁପ ଏହି ପର୍ବ ପାଳନ କରାଯାଇଥାଏ। ଆଜି ମଧ୍ୟ ନବରାତ୍ରି ଓ ଦୁର୍ଗାପୂଜାର ଶେଷ ଦିବସ।

ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ଉପରାଷ୍ଟ୍ରପତି ଏମ୍‍.ଭେଙ୍କିୟା ନାଇଡୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ନିଜ ଶୁଭେଚ୍ଛା ବାର୍ତ୍ତାରେ ଶ୍ରୀ କୋବିନ୍ଦ କହିଛନ୍ତି,ମର୍ଯ୍ୟାଦା ପୁରୁଷୋତ୍ତମ ଭାବେ ପ୍ରଭୁ ଶ୍ରୀରାମଙ୍କର ବ୍ୟକ୍ତିତ୍ୱ ସମସ୍ତଙ୍କ ପାଇଁ ଏକ ଆଦର୍ଶ । ଏହି ପର୍ବ ସମାଜର ନୈତିକ ମୂଲ୍ୟବୋଧକୁ ଆହୁରି ସୁଦୃଢ କରିବା ସହ ଦେଶବାସୀଙ୍କୁ ରାଷ୍ଟ୍ରନିର୍ମାଣ କ୍ଷେତ୍ରରେ କାର୍ଯ୍ୟ କରିବା ସକାଶେ ଅନୁପ୍ରେରିତ କରିବ ବୋଲି ସେ ଆଶାପ୍ରକାଶ କରିଛନ୍ତି।
ଉପରାଷ୍ଟ୍ରପତି ଏମ୍‍ ଭେଙ୍କିଆ ନାଇଡୁ ଏହି ଅବସରରେ ଶୁଭେଚ୍ଛା ଜଣାଇବା ସହ ଏହି ପର୍ବ ସମସ୍ତଙ୍କ ଜୀବନରେ ଶାନ୍ତି,ସୌହାର୍ଦ୍ଧ୍ୟ ଓ ସମୃଦ୍ଧି ଆଣୁ ବୋଲି କାମନା କରିଛନ୍ତି ।

- Advertisement -

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ବିଜୟା ଦଶମୀର ସ୍ବତନ୍ତ୍ର ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories