www.samajalive.in
Friday, December 5, 2025
26.1 C
Bhubaneswar

ପ୍ୟାରିସ୍‌ ଅଲିମ୍ପିକ୍ସ: ବିନେଶ ଫୋଗତ୍‌ ଅଯୋଗ୍ୟ ଘୋଷିତ

ସମାଜ ଡିଜିଟାଲ ଡେସ୍କ: ଭାରତର ଅଲିମ୍ପିକ୍ ଅଭିଯାନକୁ ଲାଗିଛି ଶକ୍ତ ଝଟ୍‌କା। ପ୍ୟାରିସ୍‌ ଅଲିମ୍ପିକ୍ସରୁ ଅଯୋଗ୍ୟ ଘୋଷିତ ହୋଇଛନ୍ତି ଭାରତର ତାରକା ମହିଳା କୁସ୍ତିଯୋଦ୍ଧା ବିନେଶ ଫୋଗତ। ଧାର୍ଯ୍ୟଠାରୁ ଅଧିକ ଓଜନ ହେବାରୁ ଅଯୋଗ୍ୟ ଘୋଷଣା କରାଯାଇଥିବା ସୂଚନା ମିଳିଛି। ଧାର୍ଯ୍ୟ ଓଜନ ୫୦ କିଲୋରୁ ମାତ୍ର କିଛି ଗ୍ରାମ୍‌ ଅଧିକ ହେବାରୁ ତାଙ୍କୁ ଅଯୋଗ୍ୟ ଘୋଷଣା କରାଯାଇଛି।

ସୂଚନାଯୋଗ୍ୟ, ୫୦ କିଲୋ ମହିଳା କୁସ୍ତି ବର୍ଗରେ ମଙ୍ଗଳବାର ଫାଇନାଲକୁ ଉତ୍ତୀର୍ଣ୍ଣ ହୋଇ ଇତିହାସ ରଚିଥିଲେ ବିନେଶ। ଆଜି ରାତିରେ ସେ ଫାଇନାଲ ଖେଳିବାର ଥିଲା।

Hot this week

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

Related Articles

Popular Categories