www.samajalive.in
Sunday, December 7, 2025
26.1 C
Bhubaneswar

ହରିୟାଣାରେ ମ୍ୟାଜିକ ନମ୍ବର ପାର କଲା ବିଜେପି

ସମାଜ ଡିଜିଟାଲ ଡେସ୍କ: ହରିୟାଣା ବିଧାନସଭା ନିର୍ବାଚନରେ ଫଳାଫଳା ଧୀରେ ଧୀରେ ଆସୁଛି। ତେବେ ଏହାରି ଭିତରେ ବଡ ଖବର ହେଉଛି ବିଜେପି ଏଠାରେ ମ୍ୟାଜିକ୍‌‌ ନମ୍ବର ପାର କରିଛି। ବିଜେପି ୪୯ସିଟରେ ଆଗୁଆ ରହିଥିବା ବେଳେ କଂଗ୍ରେସ ୩୫ସିଟରେ ଆଗୁଆ ଓ ଅନ୍ୟ ସ୍ୱାଧୀନ ଦଳ ୬ଟି ଆସନରେ ଆଗୁଆ ରହିଛନ୍ତି। ହରିୟାଣାରେ ବିଜେପିର ମୁଖ୍ୟମନ୍ତ୍ରୀ ନାଏବ ସିଂହ ସୈନୀ ଆଗୁଆ ରହିଥିବା ବେଳେ ପୂର୍ବତନ ମୁଖ୍ୟମନ୍ତ୍ରୀ ଭୂପିନ୍ଦର ସିଂହ ହୁଡା ମଧ୍ୟ ଆଗୁଆ ରହିଛନ୍ତି। ସେହିପରି କଂଗ୍ରେସ ପ୍ରାର୍ଥୀ କୁସ୍ତିଯୋଦ୍ଧା ବିନେଶ ଫୋଗତ ଜୁଲାନାରେ ଆଗୁଆ ରହିଛନ୍ତି।

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories