www.samajalive.in
Saturday, December 6, 2025
19.1 C
Bhubaneswar

ମହିଳାଙ୍କୁ ଧକା ଦେଲା ଆମ୍ବୁଲାନ୍ସ; ସାମାଜିକ ଗଣମାଧ୍ୟମରେ ଭାଇରାଲ ହେଉଛି ଭିଡିଓ

ଇରାନ: ମହିଳାଙ୍କୁ ଧକ୍କା ଦେଲା ଆମ୍ବୁଲାନ୍ସ । ଜଣେ ମହିଳାଙ୍କୁ ଗୋଟିଏ ଆମ୍ବୁଲାନ୍ସ ଧକ୍କା ଦେଉଥିବାର ଭିଡିଓ ଭାଇରାଲ ହେଉଛି । ଭିଡିଓଟି ଇରାନର ହୋଇଥିବା ଜଣାପଡ଼ିଛି । ଭିଡିଓଟିରେ ଦେଖିବାକୁ ମିଳୁଛି ଜଣେ ମହିଳା ରାସ୍ତା ଅତିକ୍ରମ କରୁଛନ୍ତି ।

ରାସ୍ତାରେ ସାମାନ୍ୟ ଗହଳି ମଧ୍ୟ ଲାଗି ରହିଛି । ସେହି ସମୟରେ ଗୋଟିଏ ଆମ୍ବୁଲାନ୍ସ ମହିଳା ଜଣଙ୍କୁ ଧକ୍କା ଦେବା ପରେ ଦ୍ରୁତ ଗତିରେ ଚାଲିଯାଉଛି । ପରେ ପରେ ସେଠାରେ ଉପସ୍ଥିତ ଥିବା କିଛି ଲୋକ ଆମ୍ବୁଲାନ୍ସଟିକୁ ଅଟକାଇବାକୁ ଚେଷ୍ଟା କରୁଛନ୍ତି । ଯାହାକି ବର୍ତ୍ତମାନ ସାମାଜିକ ଗଣମାଧ୍ୟମରେ ଭାଇରାଲ ହେଉଛି ।

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories