www.samajalive.in
Saturday, December 6, 2025
26.1 C
Bhubaneswar

ଆନ୍ତର୍ଜାତୀୟ ଟି-୨୦ରୁ ଅବସର ଘୋଷଣା କଲେ ବିରାଟ କୋହଲି

ବ୍ରିଜଟାଉନ :  ଟି-୨୦ ମ୍ୟାଚରୁ ଅବସର ନେଲେ ବିରାଟ କୋହଲି। ଭାରତର ଟି-୨୦ ବିଶ୍ବକପ ବିଜୟ ପରେ ଅବସର ଘୋଷଣା କଲେ ବିରାଟ କୋହଲି। ଆନ୍ତର୍ଜାତୀୟ ଟି-୨୦ରୁ ଅବସର ଘୋଷଣା କଲେ ବିରାଟ କୋହଲି । ଟି-୨୦ ବିଶ୍ବକପର ଫାଇନାଲରେ ମ୍ୟାନ ଅଫ ଦ ମ୍ୟାଚ ହେବା ପରେ ଅବସର ଘୋଷଣା କରିଛନ୍ତି ।

ଆଜି ଟି-୨୦ ବିଶ୍ବକପ ଫାଇନାଲ ମ୍ୟାଚରେ ଟିମ୍ ଇଣ୍ଡିଆ ପକ୍ଷରୁ ବିରାଟ କୋହଲି ୭୬ ରନ୍‌ର ଧୂଆଁଧାର ବ୍ୟାଟିଂ କରିଥିଲେ। ସେ ୫୬ଟି ବଲ୍‌ ଖେଳି ବ୍ୟକ୍ତିଗତ ଭବେ ୭୬ ରନ୍‌ ସଂଗ୍ରହ କରିଥିଲେ। ଏଥିରେ ୬ଟି ଚୌକା ଓ ୨ଟି ଚୌକା ସାମିଲ ଥିଲା।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories