www.samajalive.in
Saturday, December 13, 2025
21.1 C
Bhubaneswar

ଆଇସିସି ଟେଷ୍ଟ ମାନ୍ୟତାରେ ସ୍ମିଥଙ୍କୁ ପଛରେ ପକାଇ ପ୍ରଥମ ସ୍ଥାନରେ ବିରାଟ

ଦୁବାଇ: ଅନ୍ତର୍ଜାତୀୟ କ୍ରିକେଟ୍ ପରିଷଦ(ଆଇସିସି) ତରଫରୁ ବୁଧବାର ପ୍ରକାଶିତ ଟେଷ୍ଟ ବ୍ୟାଟସମ୍ୟାନ୍ ମାନ୍ୟତାରେ ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି ୯୨୮ ପଏଣ୍ଟ ସହ ଶୀର୍ଷସ୍ଥାନ ବଜାୟ ରଖିଛନ୍ତି। ସେ ଅଷ୍ଟ୍ରେଲିଆର ଷ୍ଟିଭେନ୍ ସ୍ମିଥ୍ଙ୍କୁ ପଛରେ ପକାଇଛନ୍ତି। ବର୍ତ୍ତମାନ ସ୍ମିଥ ୯୨୩ ପଏଣ୍ଟ ସହ ଦ୍ୱିତୀୟ ସ୍ଥାନକୁ ଖସି ଆସିଛନ୍ତି। ସ୍ମିଥ ଏହି ଦୁହେଁ ଜୀବନର ଶ୍ରେଷ୍ଠ ବ୍ୟାଟିଂ ଫର୍ମରେ ଅଛନ୍ତି। ନିକଟରେ ବାଂଲାଦେଶ ବିପକ୍ଷରେ ଶେଷ ହୋଇଥିବା ଟେଷ୍ଟ ସିରିଜରେ କୋହଲିଙ୍କ ଭଲ ପ୍ରଦର୍ଶନ ପାଇଁ ସେ ଏହି କିର୍ତ୍ତିମାନ ନିଜ ନାମରେ କରିପାରିଛନ୍ତି।

courtesy-hdnicewallpapers

ପୂର୍ବରୁ ଇଂଲଣ୍ଡ ବିପକ୍ଷରେ ହୋଇଥିବା ଆସେସ୍ ଟେଷ୍ଟ ସିରିଜ୍ ପରେ ସ୍ମିଥ୍ ତାଙ୍କ ରାଙ୍କିଙ୍ଗ୍ ପଏଣ୍ଟଙ୍କୁ ୯୩୭ରେ ପହଞ୍ଚାଇ ପାରିଥିଲେ। ଯାହାଦ୍ବାରା ସେ ବିରାଟଙ୍କୁ ଅତିକ୍ରମ କରି ଦ୍ବିତୀୟ ସ୍ଥାନରେ ରହିଥିଲେ।

Hot this week

ସ୍ତ୍ରୀର ପରକୀୟା ପ୍ରୀତି ଧରାପଡିବାରୁ ସ୍ୱାମୀକୁ ହତ୍ୟା କଲା

ନୟାଗଡ଼ - ନୟାଗଡ ଖଣ୍ତପଡା ପୁଆଣିଆ ଗାଁରେ ସ୍ଵାମୀକୁ ସ୍ତ୍ରୀ ହତ୍ୟା...

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

Related Articles

Popular Categories