www.samajalive.in
Wednesday, December 10, 2025
14.1 C
Bhubaneswar

ଭାରତ-ଅଷ୍ଟ୍ରେଲିଆ ଟେଷ୍ଟ: ୨୫ ହଜାର ରନ ସଂଗ୍ରହ କରି ବିରାଟ କୋହଲିଙ୍କ ରେକର୍ଡ

ଡେସ୍କ: ଅଷ୍ଟ୍ରେଲିଆ ବିପକ୍ଷ ଦିଲ୍ଲୀ ଟେଷ୍ଟରେ ଭାରତର ଦ୍ୱିତୀୟ ଇନିଂସରେ ଅନ୍ତର୍ଜାତୀୟ କ୍ରିକେଟରେ ୨୫ ହଜାର ରନ୍ ପୂରଣ କରିବାରେ ତାରକା ବ୍ୟାଟ୍ସମ୍ୟାନ ବିରାଟ କୋହଲି ଦ୍ରୁତତମ ବ୍ୟାଟ୍ସମ୍ୟାନ୍ ହୋଇଛନ୍ତି। କୋହଲି ବିଶ୍ୱର ଷଷ୍ଠ ଏବଂ ଦ୍ଵିତୀୟ ଭାରତୀୟ ଭାବେ ଏହି ସଫଳତା ହାସଲ କରିଛନ୍ତି। ପୂର୍ବରୁ ୨୫ ହଜାର ରନ ସଂଗ୍ରହ କରି ରେକର୍ଡ କରିଥିଲେ ସଚିନ ତେନ୍ଦୁଲକର।

ବିରାଟ କୋହଲି ୨୦୧୦ରେ ଭାରତ ପାଇଁ ଖେଳିଥିଲେ ଏବଂ ସେ ସମସ୍ତ ଫର୍ମାଟରେ ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ୍ ଭାବେ ଭଲ ପ୍ରଦର୍ଶନ କରିଆସୁଛନ୍ତି। କୋହଲି ଦିନିକିଆରେ ଦ୍ରୁତତମ ୧୧ ହଜାର ରନ୍, ୧୦୫ଟି ଟେଷ୍ଟରେ ୮୧୩୧ ରନ୍, ୨୭ଟି ଶତକ ଏବଂ ୧୧୫ଟି ଟି-୨୦ରେ ୪୦୦୮ ରନ୍ କରିଛନ୍ତି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories