www.samajalive.in
Saturday, December 13, 2025
15.1 C
Bhubaneswar

୨୪ ଘଣ୍ଟା ମଧ୍ୟରେ ଦେଶରେ ୩୩ ମୃତ୍ୟୁ, ମୋଟ ସଂଖ୍ୟା ୧୯୯

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୭୮ ଜଣ ନୂତନ ସଂକ୍ରମିତ ହେବାପରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୪୧୨ ଅତିକ୍ରମ କରିଛି । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ରାଜ୍ୟରେ ୩୩ ଜଣ ମୃତ୍ୟୁବରଣ କରିଛନ୍ତି ।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅତିରିକ୍ତ ସଚିବ ଲବ୍ ଅଗ୍ରୱାଲଙ୍କ ସୂଚନା ଅନୁସାରେ ଏ ପର୍ଯ୍ୟନ୍ତ ଦେଶରେ ରୋଗୀଙ୍କ ସଂଖ୍ୟା ୬୪୧୨ ହେଲାଣି | ଗତ ୭୨ ଦିନରେ ଭାରତ ୬ ହଜାର ପାରି କରିଛି | ଦେଶରେ ବର୍ତ୍ତମାନ ମୋଟ ୬୪୧୨ ଜଣ କରୋନା ପୀଡିତ ଅଛନ୍ତି | ଏମାନଙ୍କ ମଧ୍ୟରୁ ଆକ୍ଟିଭ ରୋଗୀ ଅଛନ୍ତି ୫୭୦୯ ଜଣ ଥିବା ବେଳେ ୧୯୯ ଜଣ ପ୍ରାଣ ହରାଇଛନ୍ତି। ସେହିପରି ୫୦୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି |
ଭାରତରେ ୪୨ ଦିନରେ ୧୦୦ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡିଥିଲା | ୫୮ ଦିନ ପରେ ସଂକ୍ରମିତଙ୍କ ସଂଖ୍ୟା ଏକ ହଜାର ହୋଇଥିଲା ୯ ସପ୍ତାହ ପରେ ୨ ହଜାର ଓ ୬୬ ଦିନରେ ୪ ହଜାର ପହଞ୍ଚିଥିଲା | କିନ୍ତୁ ୭୨ ଦିନ ପରେ ସଂକ୍ରମଣ ବଢି ୬ ହଜାର ପାର କରିଛି |

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories