www.samajalive.in
Monday, December 8, 2025
27.1 C
Bhubaneswar

ଦେଶରେ ଚିହ୍ନଟ ହେଲେ ଆଉ ୧୮ ହଜାର ୩୧୩ ନୂଆ ଆକ୍ରାନ୍ତ

ନଳଆଦିଲ୍ଲୀ : ଦେଶରେ ଦିନକରେ ଆଉ ୧୮ ହଜାର ୩୧୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୩୯,୩୮,୭୬୪କୁ ବୃଦ୍ଧି ପାଇଛି। ସେହିପରି ଆଉ ୨୦,୭୪୨ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ୪,୩୨,୬୭,୫୭୧ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୮.୪୭%। ଚିକିତ୍ସାଧୀନ ଅବସ୍ଥାରେ ଆଉ ୫୭ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୬,୧୬୭ରେ ପହଞ୍ଚିଛି। ମୃତ୍ୟୁ ହାର ୧.୨୦%। ଆଉ ୧,୪୫,୦୨୬ ସକ୍ର୍ରିୟ ଆକ୍ରାନ୍ତ ଚିିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ୦.୩୩%। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories