www.samajalive.in
Sunday, December 7, 2025
26.1 C
Bhubaneswar

ବିଶାଖାପାଟଣା-କିରନ୍ଦୁଲ ପାସେଞ୍ଜର ଟ୍ରେନ ଜୟପୁର ନିକଟରେ ଲାଇନଚ୍ୟୁତ

ଜୟପୁର: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରୁ ଛତିଶଗଡର କିରନ୍ଦୁଲ ଯାଉଥିବା ବିଶାଖାପାଟଣା-କିରନ୍ଦୁଲ ପାସେଞ୍ଜର ଟ୍ରେନ ବଗି ସୋମବାର ଜୟପୁର ନିକଟରେ ଲାଇନଚ୍ୟୁତ ହୋଇଛି। ଜୟପୁର ବରିଗୁମା ୨୬ ନଂ ଜାତୀୟ ରାଜପଥ ତଳେ ଯାଇଥିବା ରେଳ ବ୍ରିଜ୍‌ ନିକଟରେ ଟ୍ରେନର ୪ଟି ବଗି ଲାଇନଚ୍ୟୁତ ହୋଇଥିବା ସୂଚନା ମିଳିଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷୟକ୍ଷତି ହୋଇନାହିଁ। ଘଟଣାସ୍ଥଳକୁ ରିଲିଫ ଟ୍ରେନକୁ ପଠାଯାଇଥିବାବେଳେ ରେଳ ବିଭାଗର ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଯାତ୍ରୀମାନଙ୍କୁ କିଭଳି ଅନ୍ୟ ଟ୍ରେନରେ ଗନ୍ତବ୍ୟସ୍ଥଳକୁ ପଠାଇ ହେବ ସେନେଇ ଅଧିକାରୀମାନେ ବ୍ୟବସ୍ଥା କରୁଛନ୍ତି।

 

- Advertisement -

 

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories