ଓଡ଼ିଶାରେ ବୈଷୟିକଶିକ୍ଷା ଓ ଦକ୍ଷତା ବିକାଶ କାର୍ଯ୍ୟକ୍ରମକୁ ଅଗ୍ରାଧିକାର ଦିଆଯାଉଛି

ଭୁବନେଶ୍ୱର: ଓଡ଼ିଶାରେ ବୈଷୟିକଶିକ୍ଷା ଓ ଦକ୍ଷତା ବିକାଶ କାର୍ଯ୍ୟକ୍ରମକୁ ଆମସରକାର ଅଗ୍ରାଧିକାର ଦେଉଛନ୍ତି। ସେଥିପାଇଁ ସରକାର ଗଠନର କିଛିଦିନ ବ୍ୟବଧାନମଧ୍ୟରେ ଏ କ୍ଷେତ୍ରରେ ଅନେକଗୁଡ଼ିଏ କାର୍ଯ୍ୟକ୍ରମ ହାତକୁ ନିଆଯାଇ ସାରିଲାଣି । ଆଜି ରାଜ ଭବନ ସନ୍ନିକଟ ସରକାରୀ ପଲିଟେକ୍‌ନିକ୍‌ କଲେଜରେ ଆୟୋଜିତ ଏକ ଭବ୍ୟ ସମାରୋହରେ ଯୋଗଦେଇ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ କହିଛନ୍ତି ଯେ ଆଜି ଯେଉଁ ତିନିଗୋଟି କାର୍ଯ୍ୟକ୍ରମ ଯଥା- ପଲିଟେକ୍‌ନିକ୍ସ ରାଙ୍କିଂ, ସମନ୍ୱିତ ୱେବ୍‌ସାଇଟ୍‌ … Continue reading ଓଡ଼ିଶାରେ ବୈଷୟିକଶିକ୍ଷା ଓ ଦକ୍ଷତା ବିକାଶ କାର୍ଯ୍ୟକ୍ରମକୁ ଅଗ୍ରାଧିକାର ଦିଆଯାଉଛି