www.samajalive.in
Friday, December 12, 2025
27.1 C
Bhubaneswar

ଜି.ଉଦୟଗିରିରେ ସ୍ବେଛାକୃତ ରକ୍ତଦାନ ଶିବିର, ୩୨ ୟୁନିଟ ରକ୍ତ ସଂଗୃହିତ

ଜି.ଉଦୟଗିରି : ଜି.ଉଦୟଗିରି ବ୍ୟବସାୟୀ ସଂଘ କାର୍ଯ୍ୟାଳୟରେ ଏକ ସ୍ବେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଛି।  ଜି.ଉଦୟଗିରି ବ୍ୟବସାୟୀ ସଂଘ କାର୍ଯ୍ୟାଳୟରେ ଆୟୋଜିତ ରକ୍ତ ଦାନ ଶିବିରକୁ ମୂଖ୍ୟଅତିଥି ଭାବେ ଉପଖଣ୍ଡ ପୋଲିସ ଅଧିକାରୀ ଡି.ତିରୁପତି ରାଓ ପଟ୍ଟନାୟକ, ଥାନା ଅଧିକାରୀ ନରେଶ କୁମାର ସାହୁ,ଜି.ଉଦୟଗିରି ଏନ ଏ ସିର ପୂର୍ବତନ ଉପାଧ୍ୟକ୍ଷ ଭାନୁପ୍ରଭା ମିଶ୍ର ଏହାକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ୩୨ ଜଣ ରକ୍ତଦାତା ରକ୍ତ ଦାନ କରିଥିଲେ। କାର୍ଯ୍ୟକ୍ରମକୁ ସମୀର କୁମାର ପାଢୀ ଆୟୋଜିତ କରିଥିବାବେଳେ ସନ୍ତୋଷ କୁମାର ଆଚାର୍ଯ୍ୟ, ମାନସ ରଞ୍ଜନ ଦାସ ପ୍ରମୁଖ ସହଯୋଗ କରିଥିଲେ।

Hot this week

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

ପୁଣି ୩ ଡିଗ୍ରୀ ଛୁଇଁଲା ପାରଦ

ଭୁବନେଶ୍ବର : ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଉତ୍ତର-ପଶ୍ଚିମ...

ରାଜଧାନୀରେ ନାବାଳିକାକୁ ଦୁଷ୍କର୍ମ !

ଭୁବନେଶ୍ଵର : ଭୁବନେଶ୍ଵରରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ...

Related Articles

Popular Categories