www.samajalive.in
Saturday, December 6, 2025
26.1 C
Bhubaneswar

ଦିନ ୩ଟା ସୁଦ୍ଧା ୫୩ ପ୍ରତିଶତ ମତଦାନ

ଭୁବନେଶ୍ବର : ରାଜ୍ୟରେ ଅନ୍ତିମ ପର୍ୟ୍ୟାୟ ନିର୍ବାଚନରେ ଦିନ ୩ଟା ସୁଦ୍ଧା ୫୩ ପ୍ରତିଶତ ମତଦାନ ହୋଇଛି । ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରୁ ସୂଚନା ମିଳିଛି । ପୁରୀ ଜିଲା କାକଟପୁରରେ ୫୧.୩୪ ଏବଂ ନିମାପଡାରେ ୫୨.୭୨ ପ୍ରତିଶତ ଭୋଟ ଗ୍ରହଣ ହୋଇଥିବା ସୂଚନା ମିଳିଛି ।

ସୂଚନାଯୋଗ୍ୟ, ସକାଳ ୭ଟା ରୁ ୪ର୍ଥ ପର୍ୟ୍ୟାୟ ନିର୍ବାଚନ ଆରମ୍ଭ ହୋଇଥିଲା । ସକାଳ ୯ଟା ସୁଦ୍ଧା ୯ ପ୍ରତିଶତ ମତଦାନ ହୋଇଥିବା ବେଳେ ଦିନ ୧୧ଟା ​ ସୁଦ୍ଧା ୧୭ ପ୍ରତିଶତ ମତଦାନ ହୋଇଥିଲା। ଦିନ ୧ଟା ସୁଦ୍ଧା ୩୫ ପ୍ରତିଶତ ମତଦାନ ହୋଇଥିଲା ।

Hot this week

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

Related Articles

Popular Categories