www.samajalive.in
Saturday, December 13, 2025
14.1 C
Bhubaneswar

ସିକିମ ଓ ଅରୁଣାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଆସନ୍ତାକାଲି ଭୋଟ ଗଣନା

ଡ଼େସ୍କ: ଲୋକସଭା ନିର୍ବାଚନ ୨୦୨୪ ଏବଂ ଆନ୍ଧ୍ରପ୍ରଦେଶ ଓ ଓଡ଼ିଶା ବିଧାନସଭା ଏବଂ ଅନ୍ୟ ବିଧାନସଭା ଉପନିର୍ବାଚନ ପାଇଁ ଭୋଟ୍ ଗଣତି ମଙ୍ଗଳବାର ସକାଳ ୮ଟାରୁ ଆରମ୍ଭ ହେବ।ସିକିମ ଓ ଅରୁଣାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଆସନ୍ତାକାଲି ସକାଳ ୬ଟାରୁ ଭୋଟ  ଗଣତି ଆରମ୍ଭ ହେବ। ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର, ନିର୍ବାଚନ କମିଶନର ଜ୍ଞାନେଶ କୁମାର ଓ ଡ. ସୁଖବୀର ସିଂହ ସାନ୍ଧୁ ସମସ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଓ ରିଟର୍ଣ୍ଣିଂ ଅଫିସରଙ୍କ ସହ ଗଣତି ଦିବସ ପ୍ରସ୍ତୁତିର ସମୀକ୍ଷା କରିଥିଲେ।

ଗ୍ରୀଷ୍ମ ପ୍ରବାହ ଯୋଗୁ ଜୀବନହାନୀ ଘଟଣାରେ ଦୁଃଖ ପ୍ରକାଶ କଲେ ରାଷ୍ଟ୍ରପତି

- Advertisement -

ନିର୍ବାଚନ ଆୟୋଗ କହିଛନ୍ତି ଯେ ଗଣତି ଧାରା ଏବଂ ଫଳାଫଳ ଇସିଆଇ ୱେବସାଇଟରେ  https://results.eci.gov.in  ଏବଂ ଭୋଟର ହେଲ୍ପଲାଇନ୍ ଆପ୍ ରେ ଉପଲବ୍ଧ ହେବ। ଭୋଟର ହେଲ୍ପଲାଇନ ଆପକୁ ଗୁଗୁଲ ପ୍ଲେ ଷ୍ଟୋର କିମ୍ବା ଆପଲ ପ୍ଲେ ଷ୍ଟୋରରୁ ଡାଉନଲୋଡ କରିପାରିବେ।

ଗ୍ରୀଷ୍ମ ପ୍ରବାହ ସମୟରେ ସତର୍କତା ଅବଲମ୍ବନ କରିବାକୁ ମୁଖ୍ୟ ଶାସନ ସଚିବଙ୍କ ଅନୁରୋଧ

Hot this week

ଭେଣ୍ଟିଲେଟରରେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆ

ଢାକା: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ବେଗମ ଖାଲେଦା ଜିଆଙ୍କ ସ୍ବାସ୍ଥ୍ୟାବସ୍ଥା ଅତ୍ୟନ୍ତ...

ମେସିଙ୍କୁ ଦେଖିବା ପାଇଁ ଏୟାରପୋର୍ଟରେ ଅସମ୍ଭାଳ ଭିଡ; ଦେଖନ୍ତୁ ଭିଡ଼ିଓ

ସମାଜ ଡିଜିଟାଲ ଡେସ୍କ: ତିନି ଦିନିଆ ଭାରତ ଗସ୍ତରେ ଆସି କଲକାତା...

ଜନଗଣନା ପାଇଁ ୧୧,୭୧୮ କୋଟି ଟଙ୍କା ମଞ୍ଜୁର

ନୂଆଦିଲ୍ଲୀ: ଭାରତର ଜନଗଣନା ୨୦୨୭ ପାଇଁ ୧୧,୭୧୮. ୨୪ କୋଟି ଟଙ୍କାର...

ଇଣ୍ଡିଗୋରେ ପୁଣି ସଂକଟ; ୧୬୦ ବିମାନ ବାତିଲ

ନୂଆଦିଲ୍ଲୀ: ବିମାନ ପରିଚାଳନା ବ୍ୟବସ୍ଥା ସ୍ବାଭାବିକ ହେବା ନେଇ ଘରୋଇ ଏୟାରଲାଇନ୍ସ...

ଭାରତରେ ଲିଓନେଲ୍‌ ମେସି

ସମାଜ ଡିଜିଟାଲ ଡେସ୍କ: ଭାରତରେ କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସି...

Related Articles

Popular Categories