www.samajalive.in
Monday, December 15, 2025
16.1 C
Bhubaneswar

୧୩ ବିଧାନସଭା ଆସନରେ ଉପନିର୍ବାଚନର ଭୋଟ ଗଣତି ଜାରି

ସମାଜ ଡିଜିଟାଲ ଡେସ୍କ: ୭ ରାଜ୍ୟର ୧୩ ବିଧାନସଭା ଆସନରେ ହୋଇଥିବା ଉପନିର୍ବାଚନର ଭୋଟ ଗଣତି ଶନିବାର ସକାଳୁ ଆରମ୍ଭ ହୋଇଛି। ଚଳିତ ଲୋକସଭା ନିର୍ବାଚନରେ ଇଣ୍ଡି ମେଣ୍ଟ ଏନଡିଏକୁ କଡ଼ା ଟକ୍କର ଦେଇଥିବାବେଳେ ଏହି ୧୩ ଆସନର ଫଳାଫଳ ଉପରେ ସମସ୍ତଙ୍କ ନଜର ରହିଛି। ବିହାର, ପଶ୍ଚିମବଙ୍ଗ, ଉତ୍ତରାଖଣ୍ଡ, ହିମାଚଳପ୍ରଦେଶ, ପଞ୍ଜାବ, ତାମିଲନାଡୁ ଏବଂ ମଧ୍ୟପ୍ରଦେଶର ୧୩ ଆସନରେ ଏହି ଉପନିର୍ବାଚନ ହୋଇଥିଲା। ଚଳିତ ଲୋକସଭା ନିର୍ବାଚନରେ ବିଜେପି ନେତୃତ୍ଵାଧୀନ ଏନଡିଏ (ଜାତୀୟ ଗଣତାନ୍ତ୍ରିକ ମେଣ୍ଟ) ସଂଖ୍ୟା ଗରିଷ୍ଠତା ହାସଲ କରି ସରକାର ଗଠନ କରିଛି।

Hot this week

ଜାତିସଂଘ ଶିବିର ଉପରେ ଡ୍ରୋନ୍‌ ମାଡ଼: ସୁଦାନରେ ୬ ବାଂଲାଦେଶୀ ଯବାନ ମୃତ

ଖାର୍ଟୁମ: ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ଥିବା ଜାତିସଂଘ ଶିବିର ଉପରେ ଡ୍ରୋନ୍‌...

ହରିୟାଣା ରାଜପଥରେ ଏକାଧିକ ଦୁର୍ଘଟଣା

ଚଣ୍ଡିଗଡ଼: ଘନ କୁହୁଡି ଯୋଗୁଁ ହରିୟାଣାର ୫୨ ନମ୍ବର ରାଜପଥରେ ରବିବାର...

ଆଜିର ରାଶିଫଳ ; ସରକାରଙ୍କ ପ୍ରିୟପାତ୍ର ହୋଇପାରନ୍ତି ଆପଣ

ମେଷ : ଇନ୍ଦ୍ରୀୟ ଲାଳସା ନିର୍ବାପିତ କରିବାରେ ସିଦ୍ଧହସ୍ତ ହୋଇପାରନ୍ତି। ଧର୍ମଧ୍ବଜାଧାରୀ...

ଦିଲ୍ଲୀ ବାୟୁମଣ୍ଡଳ ସ୍ଥିତି ଉଦ୍‌ବେଗଜନକ: ଏକାଧିକ ସ୍ଥାନରେ ଏକ୍ୟୁଆଇ ୫୦୦ ଛୁଇଁଲା

ନୂଆଦିଲ୍ଲୀ: ବିଗତ କିଛି ଦିନ ଧରି ଦିଲ୍ଲୀ ସମେତ ସମଗ୍ର ଏନ୍‌ସିଆରରେ...

ପ୍ରେମରେ ବିଫଳ ପ୍ରେମିକର ଉନ୍ମତକାଣ୍ଡ: ପ୍ରେମିକା ସହ ନିଜ ବେକ କାଟିଦେଲା

ଫୁଲବାଣୀ: ପ୍ରେମରେ ବିଫଳ ହେବାପରେ ପ୍ରେମିକ ଘଟାଇଛି ଉନ୍ମତ୍ତକାଣ୍ଡ। ଛୁରିରେ ପ୍ରେମିକା...

Related Articles

Popular Categories