www.samajalive.in
Monday, December 15, 2025
17.1 C
Bhubaneswar

ରାଜ୍ୟରେ ୩.୩୨ କୋଟି ଭୋଟର: ବଢ଼ିଛି ମହିଳା ଭୋଟରଙ୍କ ସଂଖ୍ୟା, ହଜାରେ ଭୋଟରରେ ୯୭୨ ମହିଳା

ଭୁବନେଶ୍ବର: ପ୍ରକାଶ ପାଇଲା ରାଜ୍ୟର ଚୂଡ଼ାନ୍ତ ଭୋଟର ତାଲିକା। ଓଡ଼ିଶାରେ ମୋଟ ଭୋଟର ସଂଖ୍ୟା ୩ କୋଟି ୩୨ଲକ୍ଷ ୩୬ହଜାର ୩୬୦ ବୋଲି ସୂଚନା ଦିଆଯାଇଛି। ତାଲିକାରେ ୧୨ଲକ୍ଷ ୯୭ହଜାର ୯୫୪ଜଣ ନୂଆ ଭୋଟର ଚିହ୍ନଟ କରାଯାଇଥିବାବେଳେ ସେଥିରୁ ନୂଆ ଯୁବ ଭୋଟରଙ୍କ ସଂଖ୍ୟା ୪ଲକ୍ଷ ୭୬ହଜାର ୯୬୯ ବୋଲି ଜଣାପଡ଼ିଛି। ତାଲିକାରୁ ୭ଲକ୍ଷ ୧୬ହଜାର ଭୋଟରଙ୍କୁ ବାଦ ଦିଆଯାଇଛି। ମହିଳା ଭୋଟରଙ୍କ ସଂଖ୍ୟା ବଢ଼ିଛି, ହଜାରେ ଭୋଟରରେ ୯୭୨ ମହିଳା ରହିଛି ବୋଲି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories