www.samajalive.in
Saturday, December 6, 2025
15.1 C
Bhubaneswar

ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ; ସନ୍ଧ୍ୟା ୬ଟା ଯାଏଁ ଚାଲିବ ଭୋଟିଂ

ବାଲେଶ୍ୱର/ତିର୍ତ୍ତୋଲ : ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ମଙ୍ଗଳବାର ଭୋଟିଂ ଜାରି ରହିଛି। କୋଭିଡ କଟକଣା ମଧ୍ୟରେ ସକାଳ ୭ଟାରୁ ଭୋଟିଂ ଆରମ୍ଭ ହୋଇଛି। ଥମ୍ରାଲ ସ୍କିନିଂ ପରେ ଭୋଟରମାନେ ମତଦାନ ସାବ୍ୟେସ୍ତ କରୁଛନ୍ତି। ୧୫ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୪ଲକ୍ଷ ଭୋଟର। ସନ୍ଧ୍ୟା ୬ଟା ଯାଏଁ ଭୋଟରମାନେ ମତାଧିକାର ସାବ୍ୟସ୍ତ କରିପାରିବେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories