www.samajalive.in
Saturday, December 6, 2025
16.1 C
Bhubaneswar

ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ; ୧୧ଟା ସୁଦ୍ଧା ୯.୮୧ ପ୍ରତିଶତ ମତଦାନ

ବାଲେଶ୍ୱର/ତିର୍ତ୍ତୋଲ : ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ମଙ୍ଗଳବାର ଭୋଟିଂ ଜାରି ରହିଛି। କୋଭିଡ କଟକଣା ମଧ୍ୟରେ ସକାଳ ୭ଟାରୁ ଭୋଟିଂ ଆରମ୍ଭ ହୋଇଛି। ୧୧ଟା ସୁଦ୍ଧା ବାଲେଶ୍ୱର ଓ ତିର୍ତ୍ତୋଲରେ ହାରାହାରି ୨୬.୨୪% ମତଦାନ ହୋଇଛି। ବାଲେଶ୍ୱରରେ ୨୭.୬% ମତଦାନ ଓ ତିର୍ତ୍ତୋଲରେ ୨୪.୯୩% ମତଦାନ ହୋଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories