www.samajalive.in
Friday, December 5, 2025
23.1 C
Bhubaneswar

ଦୀପାବଳିରେ ରାଷ୍ଟ୍ରପତିଙ୍କୁ ଶୁଭେଚ୍ଛା ଜଣାଇଲେ ଉପରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ଡେସ୍କ: ଦୀପାବଳି ଅବସରରେ ଆଜି ଉପରାଷ୍ଟ୍ରପତି ସି ପି ରାଧାକ୍ରିଷ୍ଣନ୍, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ନୂଆଦିଲ୍ଲୀର ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି। ସାମାଜିକ ଗଣମାଧ୍ୟମ ପୋଷ୍ଟରେ ରାଷ୍ଟ୍ରପତି ଉଲ୍ଲେଖ କରିଛନ୍ତି ଯେ ସେମାନେ ଦୀପାବଳିର ଶୁଭେଚ୍ଛା ଆଦାନପ୍ରଦାନ କରିଛନ୍ତି।
ପ୍ରଧାନମନ୍ତ୍ରୀ ମୋଦୀ ଆଜି ଉପରାଷ୍ଟ୍ରପତିଙ୍କ ଏନକ୍ଲେଭରେ ଉପରାଷ୍ଟ୍ରପତି ରାଧାକ୍ରିଷ୍ଣନଙ୍କୁ ମଧ୍ୟ ଭେଟିଛନ୍ତି। ଏହି ଅବସରରେ ଦୁଇ ନେତା ଦୀପାବଳିର ଶୁଭେଚ୍ଛା ଆଦାନପ୍ରଦାନ କରିଥିଲେ।

Hot this week

ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories