www.samajalive.in
Sunday, December 14, 2025
26.1 C
Bhubaneswar

ଭୁବନେଶ୍ବରରେ ବାଣ ବିସ୍ଫୋରଣ, ଜଣେ ଆହତ

ଭୁବନେଶ୍ବର: ଭୁବନେଶ୍ବର ଭିଏସଏସ ନଗରରେ ବାଣ ବିସ୍ଫୋରଣରେ ଜଣେ ଆହତ ହୋଇଛନ୍ତି। ଘର ଭିତରେ ବାଣ ଭିଡ଼ିବାବେଳେ ବିସ୍ଫୋରଣ ଘଟିଥିଲା। ଏଥିରେ ଜଣେ ବ୍ୟକ୍ତି ଆହତ ହୋଇଥିବାବେଳେ ଘରର ଆଜବେସଟେସ ଉଡ଼ି ଯାଇଥିଲା। ବାଣ ବିସ୍ଫୋରଣର ପ୍ରଚଣ୍ଡ ଶବ୍ଦ ଶୁଣି ସ୍ଥାନୀୟ ଲୋକେ ଘଟଣାସ୍ଥଳକୁ ଆସି ଆହତଙ୍କୁ ଉଦ୍ଧାର କରିଥିଲେ ଏବଂ ଚିକିତ୍ସା ପାଇଁ ଆମ୍ବୁଲାନ୍ସ ଯୋଗେ ଡାକ୍ତରଖାନାକୁ ପଠାଇଥିଲେ। ଖବର ପାଇ କମିଶନରେଟ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

Related Articles

Popular Categories