www.samajalive.in
Monday, December 8, 2025
13.1 C
Bhubaneswar

ଭିସୁଟରେ ନବାଗତଙ୍କ ସ୍ୱାଗତ ସମାରୋହ

ବୁର୍ଲା : ବୁର୍ଲା ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟରେ ଚଳିତ ୨୦୨୩-୨୪ ଶିକ୍ଷାବର୍ଷରେ ଯୋଗ ଦେଇଥିବା ନୁତନ ଛାତ୍ରଛାତ୍ରୀ ମାନଙ୍କର ସ୍ୱାଗତ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ବିଶ୍ୱବିଦ୍ୟାଳୟର କୁଳସଚିକ ପ୍ରଦୀପ ଡ଼ାଙ୍ଗ ସ୍ୱାଗତ ଭାଷଣ ମାଧ୍ୟମରେ ଆରମ୍ଭ କରିଥିଲେ। ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ବଂଶୀଧର ମାଝୀ ନୁତନ ଛାତ୍ରଛାତ୍ରୀ ମାନଙ୍କୁ ଭବିଷ୍ୟତ ସୁନିର୍ମାଣ କରିବା ପାଇଁ ମାର୍ଗଦର୍ଶନ କରିଥିଲେ। ଏହାପରେ ପ୍ରଫେସର ସଞ୍ଜୟ କୁମାର ପାତ୍ର, ପ୍ରଫେସର ସଞ୍ଜୟ ଅଗ୍ରୱାଲ, ପ୍ରଫେସର ଦେବାଶିଷ ମିଶ୍ର ଏବଂ ପ୍ରଫେସର ପି. ନନ୍ଦ ଛାତ୍ରଛାତ୍ରୀ ମାନଙ୍କୁ ବିଶ୍ୱବିଦ୍ୟାଳୟର ଶୃଙ୍ଖଳା ନିୟମ, ଶିକ୍ଷା ପ୍ରଣାଳି, ପରୀକ୍ଷା ଏବଂ ନିଯୁକ୍ତି ସମ୍ବନ୍ଧିୟ ତଥ୍ୟ ପ୍ରଦାନ କରିଥିଲେ । ପରିଶେଷରେ ଡ଼ . ପୁଣ୍ୟପ୍ରିୟା ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

Related Articles

Popular Categories