www.samajalive.in
Monday, December 15, 2025
26.1 C
Bhubaneswar

ଖାଇବାକୁ ଦେବାରେ ବିଳମ୍ବ କରିବାରୁ ୱେଟରଙ୍କୁ ମାଡ଼

ଭୁବନେଶ୍ୱର: କିଛି ଯୁବକ ଖାଇବା ଦେବାରେ ବିଳମ୍ବ କରିବାରୁ ୱେଟରଙ୍କ ପିଟିଥିବା ଅଭିଯୋଗ ହୋଇଛି। ଭରତପୁର ଥାନା ଘାଟିକିଆ ନାକା ଗେଟ ନିକଟ ହୋଟେଲରେ ଗଣ୍ଡଗୋଳ ହୋଇଥିବା ସୂଚନା ମିଳିଛି। ଖାଇବାକୁ ମାଗି ୨ ମିନିଟ ବିଳମ୍ବ ହେବାରୁ ୱେଟରକୁ ମାଡ଼ ମାରିଥିବା ଅଭିଯୋଗ କରାଯାଇଛିି। ୱେଟରଙ୍କୁ ମାଡ଼ ମାରିଥିବା ଭିଜୁଆଲ ସିସିଟିଭିରେ କଏଦ ହୋଇଛି। ଭରତପୁର ଥାନାରେ ଅଭିଯୋଗ ପରେ ପୁଲିସ ଛାନଭିନ ଆରମ୍ଭ କରିଛି।

Hot this week

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

Related Articles

Popular Categories