www.samajalive.in
Monday, December 8, 2025
13.1 C
Bhubaneswar

କାନ୍ଥ ପଡ଼ି ନାବାଳିକା ମୃତ , ଅଳ୍ପକେ ବର୍ତ୍ତିଲେ ବାପା ଓ ମାଆ

ତୁମୁଡିବନ୍ଧ : କନ୍ଧମାଳ ଜିଲ୍ଲା ତୁମୁଡିବନ୍ଧ ବ୍ଲକ ଅନ୍ତର୍ଗତ ଲଙ୍କାଗଡ଼ ପଞ୍ଚାୟତର କେନ୍ଦୁପଡା ଗ୍ରାମରେ ମଙ୍ଗଳବାର ରାତିରେ  ଏକ ଅଭାବନୀୟ ଘଟଣା ଘଟିଛି । ଘରରର କାନ୍ଥ ପଡି ମହମ୍ମଦ ମାଝୀଙ୍କ  ସାନ ଝିଅ ପିଙ୍କି(୮) ର ମୃତ୍ୟୁ ହୋଇଥିୂବାବେଳେ ବାପା, ମା ଆଳ୍ପକେ ବର୍ତ୍ତି ଯାଇଥିଲେ । ଦୁଇଦିନ ଧରି ପ୍ରବଳ ବର୍ଷାରେ ଘରର କାନ୍ଥ ଦର୍ବଳ ହୋଇପଡିଥିବାରୁ ଏପରି ଅଭାବନୀୟ ଘଟଣା ଘଟିଛି । ପରିବାର ଲୋକେ ଘରେ ଶୋଇଥିବା ବେଳେ ରାତିରେ ଘରର କାନ୍ଥଟି  ହଠାତ ପଡିଯାଇଥିଲା ।

Hot this week

ଆଖି ବୁଜିଲେ ପୀଡିତା ଛାତ୍ରୀ

ସମାଜ ଡିଜିଟାଲ ଡେସ୍କ: ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର...

ଟି-୨୦ ବିଶ୍ବ କପ ଜର୍ସି ଉନ୍ମୋଚନ

ରାୟପୁର: ଭାରତୀୟ କ୍ରିକେଟ୍‌‌ ଦଳର ଅଫିସିଆଲ୍‌‌ କିଟ୍‌‌ ପ୍ରାୟୋଜକ ଆଡିଡାସ୍‌‌ ବିସିସିଆଇ...

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

Related Articles

Popular Categories