www.samajalive.in
Saturday, December 6, 2025
16.1 C
Bhubaneswar

ରାଜ୍ୟ ସଭାରେ ୱାକଫ ବିଧେୟକ ଆଗତ

ସମାଜ ଡିଜିଟାଲ ଡେସ୍କ: ରାଜ୍ୟ ସଭାରେ ଆଗତ ହୋଇଛି ୱାକଫ (ସଂଶୋଧନ) ବିଧେୟକ। ଗତ ବୁଧବାର ଏହି ବିଧେୟକ ଲୋକସଭାରେ ପାରିତ ହେବା ପରେ ଗୁରୁବାର ରାଜ୍ୟ ସଭାରେ ଆଗତ ହୋଇଛି। ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ ଏହି ବିଲ ଆଗତ କରି କହିଥିଲେ, ୱାକଫରେ କୌଣସି ଅଣମୁସଲମାନଙ୍କ ହସ୍ତକ୍ଷେପ ରହିବ ନାହିଁ। ରିଜିଜୁ କହିଥିଲେ ଯେ, ଗୃହରେ କୁହାଯାଉଛି ଯେ, ଆମେ ଯେଉଁ ପଦକ୍ଷେପ ନେଉଛୁ ସେଥିରେ ମୁସଲମାନଙ୍କର କ୍ଷତି ହେବ। ଏହି ସଂଶୋଧନ ବେଆଇନ ଏବଂ ଅସାମ୍ବିଧାନିକ। ସମସ୍ତଙ୍କୁ ନିଜ ନିଜ କଥା କହିବାର ଅଧିକାର ରହିଛି। କିନ୍ତୁ ଯେଉଁ ଅଭିଯୋଗ କରାଯାଉଛି ତାହାକୁ ସେ ଖଣ୍ଡନ କରୁଛନ୍ତି। ମୁସଲମାନଙ୍କ ଧାର୍ମିକ କାର୍ଯ୍ୟକଳାପରେ କେହି ଅଣମୁସଲମାନ କୌଣସି ପ୍ରକାର ହସ୍ତକ୍ଷେପ କରିବେ ନାହିଁ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories