www.samajalive.in
Saturday, December 6, 2025
15.1 C
Bhubaneswar

ରତ୍ନଭଣ୍ଡାରରୁ ମିଳିଛି ରାଜ ରାଜୁଡ଼ା ସମୟରେ ଯୁଦ୍ଧ ସାମଗ୍ରୀ

ସମାଜ ଡିଜିଟାଲ ଡେସ୍କ: ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରରୁ ମିଳିଛି ପୁରାତନ କାଳର ବା ରାଜ ରାଜୁଡ଼ା ସମୟର ଯୁଦ୍ଧ ସାମଗ୍ରୀ। ତେବେ ଏହି ସାମଗ୍ରୀ ଗୁଡ଼ିକ କେଉଁ ଧାତୁରେ ତିଆରି ହୋଇଛି ତାହା ଜଣାପଡ଼ି ନାହିଁ। ସେଗୁଡ଼ିକ କଳା ପଡ଼ିଯାଇଥିବାରୁ ତାହା କେଉଁ ଧାତୁରେ ନିର୍ମିତ ହୋଇଛି ତାହା ସ୍ପଷ୍ଟ ହୋଇନାହିଁ ବୋଲି କହିଛନ୍ତି ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ଵନାଥ ରଥ।

ଗତ ଗୁରୁବାର ପୂର୍ବାହ୍ନରେ ଭିତର ରତ୍ନଭଣ୍ଡାର ଖୋଲାଯାଇଥିଲା। ଜଷ୍ଟିସ ରଥଙ୍କ ସମେତ ୧୧ ଜଣିଆ ଟିମ ଭିତର ରତ୍ନଭଣ୍ଡାରରେ ପ୍ରବେଶ କରି ସ୍ଥିତି ଅନୁଧ୍ୟାନ କରିଥିଲେ। ଏହା ସହିତ ରତ୍ନଭଣ୍ଡାରରୁ ସମସ୍ତ ଅଳଙ୍କାର ମହାପ୍ରଭୁଙ୍କ ଖଟଶେଯ ଘରକୁ ସ୍ଥାନାନ୍ତର କରାଯାଇଥିଲା। ସିସିଟିଭି କ୍ୟାମେରା ନଜରରେ ଅଳଙ୍କାର ସବୁ ରଖାଯାଇଥିବା ସୂଚନା ଦିଆଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories