www.samajalive.in
Monday, December 8, 2025
17.1 C
Bhubaneswar

ଦେଖନ୍ତୁ ଭିଡିଓ- ଗ୍ୟାସ ସରିଯିବାରୁ ଏପରି ରୋଷେଇ କଲେ ମହିଳା

ଆଜି କାଲି ସୋସିଆଲ୍‌ ମଡିଆରେ ଅନେକ ମଜାଦାର ଭିଡିଓ ଭାଇରାଲ୍‌ ହଉଛି ଏବେ ଏମିତି ଏକ ଭିଡିଓ ଭାଇରାଲ୍ ହେଉଛି ଯେଉଁଥିରେ ଜଣେ ମହିଳା ଘରର ଗ୍ୟାସ ସରିଯିବା ପରେ ଦେଶୀ ଯୋଗାଡ କରି ରୋଷେଇ କରୁଥିବା ଦେଖିବା ପାଇଁ ମିଳୁଛି ।

ଗ୍ୟାସ ସରିଯିବା ପରେ ଗ୍ୟାସ ଚୁଲ୍ଲାରେ ବସିଥିବା ମଟର ତରକାରୀକୁ ସେ ପାଣି ଗରମ ପାଇଁ ଥିବା ଏମରସନ୍‌ ରଡ୍‌ରେ ତରକାରୀ ପ୍ରସ୍ତୁତ କରୁଛନ୍ତି ।

- Advertisement -

ଏହି ଭିଡିଓଟି ଏବେ ସୋସିଆଲ୍‌ ମିଡିଆରେ ବେଶ୍‌ ଭାଇରାଲ୍‌ ହେଉଛି । ଲୋକମାନେ ଏହା ଉପରେ ବିଭିନ୍ନ ମଜାଦାର ମନ୍ତବ୍ୟ ଦେଉଛନ୍ତି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories