www.samajalive.in
Saturday, December 6, 2025
15.1 C
Bhubaneswar

ପ୍ୟାକେଜ୍ ପାନୀୟ ଜଳର ମୂଲ୍ୟ ହ୍ରାସ କଲା ରେଳବାଇ

ନୂଆଦିଲ୍ଲୀ : ଜିଏସଟି ହ୍ରାସର ଲାଭ ସିଧାସଳଖ ଗ୍ରାହକଙ୍କୁ ପ୍ରଦାନ କରିବା ପାଇଁ ରେଳ ମନ୍ତ୍ରଣାଳୟ ଟ୍ରେନ୍ ଏବଂ ରେଳ ପରିସରରେ ଉପଲବ୍ଧ ପ୍ୟାକେଜ୍ ପାନୀୟ ଜଳର ସର୍ବାଧିକ ଖୁଚୁରା ମୂଲ୍ୟ ହ୍ରାସ କରିବା ବିଷୟ ଘୋଷଣା କରିଛି । ପ୍ୟାକେଜ୍ ପାନୀୟ ଜଳ ବୋତଲ, ରେଲ୍ ନୀର ଏବଂ ଅନ୍ୟ ସମସ୍ତ ବ୍ରାଣ୍ଡର ଏକ ଲିଟରର ମୂଲ୍ୟ ପୂର୍ବରୁ ୧୫ ଟଙ୍କା ଥିବା ବେଳେ ଏବେ ଜିଏସଟି ହ୍ରାସ ପରେ ୧୪ ଟଙ୍କା ହୋଇଛି। ସେହିପରି, ୫୦୦ ମିଲିଲିଟରର ବୋତଲର ମୂଲ୍ୟ ପୂର୍ବରୁ ୧୦ ଟଙ୍କା ଥିବାବେଳେ ଏବେ ଏହାକୁ ୯ ଟଙ୍କାକୁ ହ୍ରାସ କରାଯାଇଛି। ପାଣି ବୋତଲର ସଂଶୋଧିତ ମୂଲ୍ୟ ଚଳିତ ମାସ ୨୨ ତାରିଖରୁ ଲାଗୁ ହେବ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories