www.samajalive.in
Monday, December 8, 2025
14.1 C
Bhubaneswar

ଟିକିଏ ବର୍ଷାରେ ଗଞ୍ଜାମ ସହରରେ ସ୍ଥିତି ବେହାଲ 

ଗଞ୍ଜାମ: ଲଘୁଚାପ ଜନିତ ବର୍ଷା ହେବା ଫଳରେ ଗଞ୍ଜାମ ସହରର ବିଭିନ୍ନ ୱାର୍ଡରେ ବର୍ଷା ଜଳ ଜମି ରହି କୃତିମ ବନ୍ୟା ପରସ୍ଥିତି ସୃଷ୍ଟି ହୋଇଛି। ଯାହାକୁ ନେଇ ଲୋକମାନେ ଯାତାୟତ ବେଳେ ଅସୁବିଧାରେ ସମ୍ମୁଖୀନ ହେଉଛନ୍ତି। ସହରରେ ଡ୍ରେନେଜ ବ୍ୟବସ୍ଥା ଠିକ ନ ଥିବା ଯୋଗୁଁ ଏହି ସମସ୍ୟା ସୃଷ୍ଟି ହେଉଛି । ଏଥିପ୍ରତି ପ୍ରଶାସନର ନଜର ପଡୁନାହିଁ । ସାହି ବାସିନ୍ଦାଙ୍କ ପକ୍ଷରୁ ବିଭିନ୍ନ ସମୟରେ ଅଭିଯୋଗ ହୋଇଥିଲେ ମଧ୍ୟ କର୍ତ୍ତୃପକ୍ଷ ନୀରବ ଦ୍ରଷ୍ଟା ସାଜିଛିନ୍ତି। ଫଳରେ ଲୋକଙ୍କୁ ଅସୁବିଧା ଭୋଗିବାକୁ ପଡୁଛି ।

ସୂଚନା ଯୋଗ୍ୟ ଯେ, ଗଞ୍ଜାମ ସହରର ସାମନ୍ତରାୟ ସାହି, ରାଉଳ ସାହିରୁ ସାମନ୍ତରାୟ ସାହି ରାସ୍ତା, ସାନ ବଜାର ତଥା ଅନ୍ୟାନ ସାହିରେ ଅନୁରୂପ ଅବସ୍ଥା ସୃଷ୍ଟି ହେଉଛି । ଏଥି ପ୍ରତି ଏନଏସି କର୍ତ୍ତୃପକ୍ଷ ଦୃଷ୍ଟି ଦେବାକୁ ସାଧାରଣରେ ଦାବୀ ହେଉଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories