www.samajalive.in
Saturday, December 6, 2025
26.1 C
Bhubaneswar

ଏକ୍ସପ୍ରେସ୍ ଟ୍ରେନ୍ ଲାଇନଚ୍ୟୁତ : ୧୫ ଆହତ, ମୃତାହତ ନେଇ ମିଳିନି ସୂଚନା

ପଶ୍ଚିମବଙ୍ଗ: ପଶ୍ଚିମବଙ୍ଗରେ ରେଳ ଦୁର୍ଘଟଣା। ସାଲିମାର୍ ସିକନ୍ଦରାବାଦ ସ୍ପେଶାଲ ଟ୍ରେନ୍ ଲାଇନଚ୍ୟୁତ ହୋଇଛି। ଏଥିରେ ୧୫ ଜଣ ଆହତ ହୋଇଥିବା ସୂଚନା ମିଳିଛି।  ହାଓ୍ବଡା ନାଲପୁର ଷ୍ଟେସନ ନିକଟରେ ଆଜି ସକାଳୁ ଏଭଳି ଅଘଟଣ ଘଟିଛି।  ଟ୍ରେନର ୩ଟି ବଗି ଲାଇନଚ୍ୟୁତ ହୋଇଯାଇଛି। ଟ୍ରେନର ଗୋଟିଏ ପାର୍ସଲ କୋଚ୍ ଏବଂ ୨ଟି ବଗି ଲାଇନଚ୍ୟୁତ ହୋଇଛି। ଟ୍ରେନଟି ଏକ ନମ୍ବର ଲାଇନରୁ ଖସିଯାଇ ୨ ନଂ ଲାଇନକୁ ମାଡିଯାଇଛି।  ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ଦୁର୍ଘଟଣାରେ ମୃତାହତ ନେଇ କୌଣସି ସୂଚନା ମିଳିନଥିବାବେଳେ ୧୫ ଜଣ ଯାତ୍ରୀ ଆହତ ହୋଇଥିବା ଜଣାପଡିଛି।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories