www.samajalive.in
Sunday, December 14, 2025
19.1 C
Bhubaneswar

ବାତ୍ୟା ପାଇଁ ଭୁବନେଶ୍ୱରରେ ବିମାନ ସେବା ପ୍ରଭାବିତ

ସମାଜ ଡିଜିଟାଲ ଡେସ୍କ: ବାତ୍ୟା ଦାନା ପାଇଁ ଭୁବନେଶ୍ୱରରେ ବିମାନ ସେବା ପ୍ରଭାବିତ ହୋଇଛି। ୪୦ଟି ବିମାନ ସେବା ପ୍ରଭାବିତ ହୋଇଥିବା ସୂଚନା ଦେଇଛନ୍ତି ବିଜୁ ପଟ୍ଟନାୟକ ବିମାନବନ୍ଦରର ନିର୍ଦ୍ଦେଶକ। ଆଜି କ୍ୱାଲାଲାମ୍ପୁରକୁ ବିମାନ ସେବା ବନ୍ଦ ରହିବ। ଭୁବନେଶ୍ୱରରେ ପବନର ବେଗ ୩୫ରୁ ୪୦ କି.ମି ରହିବ। ଏହି ତୀବ୍ରତାରେ ବିମାନ ଉଡିବା ସୁରକ୍ଷିତ ନୁହେଁ। ଏଥିପାଇଁ ଆସନ୍ତା ୧୭ଘଣ୍ଟା ପର୍ଯ୍ୟନ୍ତ ବିମାନ ଉଡାଣ ଉପରେ ପ୍ରତିବନ୍ଧକ ଲଗାଯାଇଛି। ୨୪ତାରିଖ ସନ୍ଧ୍ୟା ୫ଟାରୁ ୨୫ ତାରିଖ ସକାଳ ୯ଟା ପର୍ଯ୍ୟନ୍ତ ବିମାନ ଉଡାଣ ବନ୍ଦ କରାଯାଇଥିବା କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।

Hot this week

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

Related Articles

Popular Categories