www.samajalive.in
Friday, December 12, 2025
16.1 C
Bhubaneswar

ମାନସିକ ଦୁଶ୍ଚିତାରୁ ମୁକ୍ତି ପାଇବା ପାଇଁ ଧାରଣ କରନ୍ତୁ ମୋତି

ଜ୍ୟୋତିଷଶାସ୍ତ୍ର ଅନୁଯାୟୀ ମୋତି ଚନ୍ଦ୍ରମାଙ୍କର ରତ୍ନ ଅଟେ। ଏହାକୁ ଧାରଣ କରିବା ଦ୍ୱାରା ଚନ୍ଦ୍ରମାଙ୍କର ସମସ୍ତ ଦୋଷ ଦୂର ହୋଇଥାଏ। ଚନ୍ଦ୍ରମା ମାନସିକ ଦୁଶ୍ଚିତାକୁ ଦୂର କରିଥାଆନ୍ତି। ଯେଉଁମାନଙ୍କ ରାଶିରେ ଚନ୍ଦ୍ରମା ଦୁର୍ବଳ ଅବସ୍ଥାରେ ରହିଥାଆନ୍ତି। ସେମାନେ ମୋତି ଧାରଣ କରିବା ଆବଶ୍ୟକ ଅଟେ। ଏତଦ୍‍ ବ୍ୟତୀତ ମୋତି ଧାରଣ କରିବା ଦ୍ୱାରା ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହୋଇଥାଏ।
ମୋତି ଧାରଣ କରିବା ଦ୍ୱାରା ସମସ୍ତ ମାନସିକ ଦୁଶ୍ଚିତା ଦୂର ହୋଇଥାଏ।
ଏହାକୁ ଧାରଣ କଲେ ଜ୍ଞାନ ବୃଦ୍ଧି ହୋଇଥାଏ।
ପଣ୍ଡିତଙ୍କ ପରାମର୍ଶ ଅନୁଯାୟୀ ଏହାକୁ ବ୍ୟକ୍ତି ନିଜର ଓଜନ ଅନୁଯାୟୀ ୪ଟି, ୬ଟି କିମ୍ବା ୭ଟି ଧାରଣ କରିବା ଆବଶ୍ୟକ ଅଟେ।
ଗୋଲ ମୋତିକୁ ସବୁଠାରୁ ଅଧିକ ପ୍ରାଚୀନ ଓ ସର୍ବଶ୍ରେଷ୍ଠ ବୋଲି ମାନ୍ୟତା ରହିଛି।
ଏହି ମୋତିକୁ ଚାନ୍ଦିର ମୁଦିରେ ଶୁକ୍ଳ ପକ୍ଷ ସୋମବାର ଦିନ ଧାରଣ କରିବା ଉଚିତ ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories