www.samajalive.in
Saturday, December 6, 2025
19.1 C
Bhubaneswar

ପୁଡୁଚେରୀରେ ପୁଣି ମାସ୍କ ବାଧ୍ୟତାମୂଳକ

ପୁଡୁଚେରୀ: ବୃଦ୍ଧି ପାଉଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କେନ୍ଦ୍ର ଓ ରାଜ୍ୟ ସରକାରମାନେ ସତର୍କ ହୋଇ ଯାଇଛନ୍ତି। ୬ ମାସ ପରେ ପୁଣି ହଠାତ୍ ସଂକ୍ରମଣ ବୃଦ୍ଧି ପାଇଛି। ଏହାକୁ ନେଇ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଚାଲିଛି। ଇତି ମଧ୍ୟରେ ପୁଡୁଚେରୀ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି।

ଦେଶରେ କରୋନା ଗ୍ରାଫ୍‌ ଉପରମୁହାଁ ଥିବା​ ବେଳେ ପୁଡୁଚେରୀରେ ସମସ୍ତ ସର୍ବସାଧାରଣ ସ୍ଥାନରେ ପୁଣି ମାସ୍କ ବାଧ୍ୟତାମୂଳକ କରାଯାଇଛି। କେନ୍ଦ୍ର ଶାସିତ ଅଞ୍ଚଳ ପୁଡୁଚେରୀରେ ସମୁଦ୍ର କୂଳ, ପାର୍କ, ବିଦ୍ୟାଳୟ ଓ ଅନ୍ୟ ସଭା ସ୍ଥଳ ସହ ସମସ୍ତ ସର୍ବସାଧାରଣ ସ୍ଥାନରେ ପୁଣି ଥରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ଜିଲାପାଳ ଇ.ବଲ୍ଲଭନ ଏନେଇ ସୂଚନା ଦେଇଛନ୍ତି।

- Advertisement -

 

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories