www.samajalive.in
Sunday, December 14, 2025
23.1 C
Bhubaneswar

କମିଛି ବର୍ଷା ; ବଜ୍ରପାତ ଆଶଙ୍କା

ଭୁବନେଶ୍ୱର : ଝାଡ଼ଖଣ୍ଡ ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଥି‌େ‌ଲ ବି ସୋମବାର ରାଜ୍ୟରେ ବିଶେଷ ବର୍ଷା ହୋଇନାହିଁ । ତେବେ ବଜ୍ରପାତ ନେଇ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କତା ଜାରି କରାଯାଇଛି। ମଙ୍ଗଳବାର ରାଜ୍ୟର କେତେକ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣ ବର୍ଷାର ସମ୍ଭାବନା ରହିଛି । ଅନ୍ୟପକ୍ଷରେ ବୁଧବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ଅନୁଗୋଳ, ସୁବର୍ଣ୍ଣପୁର, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ବର୍ଷା ହୋଇପାରେ। ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ହଳଦିଆ ସତର୍କତା ଜାରି କରାଯାଇଛି । ଗୁରୁବାର ୯ ଜିଲାକୁ ବଜ୍ରପାତ ନେଇ ହଳଦିଆ ସତର୍କତା ଜାରି ହୋଇଛି।

Hot this week

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

Related Articles

Popular Categories