ସମ୍ଭାବ୍ୟ ବାତ୍ୟା ପ୍ରଭାବ; ବୁଧବାର ସନ୍ଧ୍ୟାରୁ ଏହି ଜିଲାରେ ହେବ ପ୍ରବଳରୁ ଅତି ପ୍ରବଳ ବର୍ଷା..

ଭୁବନେଶ୍ୱର : ସମ୍ଭାବ୍ୟ ବାତ୍ୟା ‘ଦାନା’ ପ୍ରଭାବରେ ୭ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଅତି ପ୍ରବଳ ବର୍ଷା ପାଇଁ ୭ ଜିଲାକୁ ରେଡ୍‌ ଆଲର୍ଟ ଜାରି କରାଯାଇଛି । ବୁଧବାର ସନ୍ଧ୍ୟାରୁ ବଦଳିବ ପାଗ, କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର, କଟକରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ସମ୍ଭାବ୍ୟ ବାତ୍ୟାକୁ ନେଇ ସବୁ ବନ୍ଦର ପାଇଁ … Continue reading ସମ୍ଭାବ୍ୟ ବାତ୍ୟା ପ୍ରଭାବ; ବୁଧବାର ସନ୍ଧ୍ୟାରୁ ଏହି ଜିଲାରେ ହେବ ପ୍ରବଳରୁ ଅତି ପ୍ରବଳ ବର୍ଷା..