ଭୁବନେଶ୍ବର: ଆଜି ୨୩ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଝଡ଼ବର୍ଷା ଓ ବଜ୍ରପାତ ନେଇ ୨୩ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର, ମୟୁରଭଞ୍ଜ, ଯାଜପୁର, ଭଦ୍ରକ, ବାଲେଶ୍ବର, ପୁରୀ, ଖୋର୍ଦ୍ଧା, କଟକକୁ ପାଣିପାଗ ବିଭାଗ ପକ୍ଷରୁ ୱେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏସବୁ ଜିଲାରେ ପ୍ରବଳ ବର୍ଷା ସହ ୪୦-୫୦ କିମି ପବନ ବହିବା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।
Popular Categories



