www.samajalive.in
Saturday, December 6, 2025
19.1 C
Bhubaneswar

ଲଘୁଚାପ ପ୍ରଭାବ-ଆସନ୍ତା ୫ ଦିନ ସାରା ରାଜ୍ୟରେ ପ୍ରବଳ ବର୍ଷିବ

ଭୁବନେଶ୍ବର: ଲଘୁଚାପ ପ୍ରଭାବରେ ଆସନ୍ତା ୫ ଦିନ ସାରା ରାଜ୍ୟରେ ପ୍ରବଳ ବର୍ଷିବ। ୨୦ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆସନ୍ତାକାଲି ପର୍ଯ୍ୟନ୍ତ ପଶ୍ଚିମ ଓଡ଼ିଶାର ୮ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବାବେଳେ ଏସବୁ ଜିଲାରେ ପ୍ରବଳ ବର୍ଷିବ ବୋଲି କୁହାଯାଇଛି। ଏପରିକି ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି।

ଆସନ୍ତାକାଲି ପର୍ଯ୍ୟନ୍ତ ଦକ୍ଷିଣ ଓ ଆଭ୍ୟନ୍ତର ଓଡ଼ିଶାର ୧୧ଜିଲାକୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଦକ୍ଷିଣ ଓ ଆଭ୍ୟନ୍ତର ଓଡ଼ିଶାରେ ୭ରୁ୧୧ ସେମି ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ତେବେ ସାରା ରାଜ୍ୟରେ ଝିପିଝିପି ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories