www.samajalive.in
Saturday, December 13, 2025
26.1 C
Bhubaneswar

ବଙ୍ଗୋପ ସାଗରରେ ସୃଷ୍ଟି ହେଲା ଲଘୁଚାପ, ଅଧିକ ଘନିଭୂତ ହୋଇ ଅବପାତର ରୂପ ନେବା ସମ୍ଭାବନା

ଭୁବନେଶ୍ବର: ବଙ୍ଗୋପ ସାଗରରେ ସୃଷ୍ଟି ହେଲା ଲଘୁଚାପ। ଏହା ଅଧିକ ଘନିଭୂତ ହୋଇ ଅବପାତର ରୂପ ନେବା ସମ୍ଭାବନା ରହିଛି। ଆସନ୍ତା ୨୬ ତାରିଖ ବେଳକୁ ଅବପାତର ରୂପ ନେବା ନେଇ ଆକଳନ କରାଯାଇଛି। ଏହାର ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories