nua o banner

ବଙ୍ଗୋପସାଗରରୁ ପୂର୍ବାଳୀ-ତରଙ୍ଗ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ କିଛି ଜିଲାରେ ୧ ରୁ ୩ ତାରିଖ ଯାଏଁ ବର୍ଷା

BJD Bijuli 480×75 Mob

ଭୁବନେଶ୍ବର: ଆସନ୍ତା ନଭେମ୍ବର ୧ରୁ ୩ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି। ଦକ୍ଷିଣ ଓଡ଼ିଶାର କିଛି ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ବଙ୍ଗୋପ ସାଙ୍ଗରରୁ ପୂର୍ବାଳୀ ତରଙ୍ଗ ପ୍ରଭାବରେ ବର୍ଷା ହୋଇପାରେ ବୋଲି ଭୁବନେଶ୍ବର ପାଣିପାଗ ବଜ୍ଞାନ କେନ୍ଦ୍ର ସୂଚନା ଦେଇଛି।

Comments are closed.