ତାତି ଛୁଇଁଲା ୪୨ ଡିଗ୍ରୀ, ମାଲକାନଗିରି ଓ ବୌଦ୍ଧ ରାଜ୍ୟର ସବୁଠୁ ଉତ୍ତପ୍ତ ସହର

ଭୁବନେଶ୍ବର: ପ୍ରବଳ ଖରାରେ ସିଝୁଛି ସାରା ଓଡ଼ିଶା। ରାଜ୍ୟରେ ୪୦ ଡିଗ୍ରୀ ସେଲସିୟସ ଉପରେ ୧୧ ସହର ରହିଛି। ଗୁରୁବାର ୪୨ ଡିଗ୍ରୀ ସହ ମାଲକାନଗିରି ଓ ବୌଦ୍ଧ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ଭାବେ ବିବେଚିତ ହୋଇଛି। ସେହିପରି ଅନୁଗୁଳ ଓ ବଲାଙ୍ଗିର ୪୧.୭, ଝାରସୁଗୁଡ଼ା ୪୧.୬ ଡିଗ୍ରୀ, ଭବାନୀପାଟଣା ଓ ଟିଟିଲାଗଡ଼ ୪୧, ନୂଆପଡ଼ା ୪୦.୪ ଡିଗ୍ରୀ, କଟକ ୩୮ ଏବଂ ଭୁବନେଶ୍ବର ୩୭.୪ ଡିଗ୍ରୀ ରେକର୍ଡ କରାଯାଇଛି। Related Posts ବିକଶିତ ଓଡ଼ିଶା … Continue reading ତାତି ଛୁଇଁଲା ୪୨ ଡିଗ୍ରୀ, ମାଲକାନଗିରି ଓ ବୌଦ୍ଧ ରାଜ୍ୟର ସବୁଠୁ ଉତ୍ତପ୍ତ ସହର