ଜଳୁଛି ଓଡ଼ିଶା: ୩୩ଟି ସହରରେ ତାପମାତ୍ରା ୪୦ ଡିଗ୍ରୀରୁ ଅଧିକ ରେକର୍ଡ, ଅନୁଗୁଳ ସବୁଠୁ ଉତ୍ତପ୍ତ

ଭୁବନେଶ୍ବର: ଜଳୁଛି ଓଡ଼ିଶା। ନିଆଁ ବର୍ଷା ହେଉଛି। ପ୍ରବଳ ଖରାରରେ ସିଝୁଛନ୍ତି। ସକାଳ ୮ଟାରୁ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ସୂର୍ଯ୍ୟଙ୍କ ପ୍ରଖର କିରଣ ଓ ତତଲା ଝାଞ୍ଜିରେ ଛଟପଟ ହେଉଛନ୍ତି ଲୋକେ। ଆଜି ଅନୁଗୁଳ ରାଜ୍ୟର ଉତ୍ତପ୍ତ ସହର ପାଲଟିଛି। ଅନୁଗୁଳରେ ତାପମାତ୍ରା ୪୪.୭ ଡିଗ୍ରୀ ରେକର୍ଡ କରାଯାଇଛି। ଭୁବନେଶ୍ୱରରେ ୪୪.୬ ଡିଗ୍ରୀ ଏବଂ ବାରିପଦାରେ ୪୪.୨ ଡ଼ିଗ୍ରି ତାପମାତ୍ରା ରେକର୍ଡ ହୋଇଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। Related Posts … Continue reading ଜଳୁଛି ଓଡ଼ିଶା: ୩୩ଟି ସହରରେ ତାପମାତ୍ରା ୪୦ ଡିଗ୍ରୀରୁ ଅଧିକ ରେକର୍ଡ, ଅନୁଗୁଳ ସବୁଠୁ ଉତ୍ତପ୍ତ