ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି, ଘଡ଼ଘଡ଼ି ସହ ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ବର: ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତାକାଲି ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ଏହାପରେ ଉତ୍ତରପୂର୍ବକୁ ଗତି କରି ୨୪ ବେଳକୁ ଅବପାତ ରୂପ ନେବ। ୨୩ ଓ ୨୪ରେ ସମୁଦ୍ର ଅଶାନ୍ତ ରହିବ। ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବା ମନା କରାଯାଇଥିବାବେଳେ ୨୪ରେ ଦକ୍ଷିଣ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି। ୨୫ରୁ ୨୬ ସକାଳ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାରେ ମଧ୍ୟମରୁ ପ୍ରବଳ ବର୍ଷା ହେବ ଏବଂ ବାଲେଶ୍ବରରେ … Continue reading ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି, ଘଡ଼ଘଡ଼ି ସହ ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା
Copy and paste this URL into your WordPress site to embed
Copy and paste this code into your site to embed