ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି, ଘଡ଼ଘଡ଼ି ସହ ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତାକାଲି ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ଏହାପରେ ଉତ୍ତରପୂର୍ବକୁ ଗତି କରି ୨୪ ବେଳକୁ ଅବପାତ ରୂପ ନେବ। ୨୩ ଓ ୨୪ରେ ସମୁଦ୍ର ଅଶାନ୍ତ ରହିବ। ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବା ମନା କରାଯାଇଥିବାବେଳେ ୨୪ରେ ଦକ୍ଷିଣ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି। ୨୫ରୁ ୨୬ ସକାଳ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାରେ ମଧ୍ୟମରୁ ପ୍ରବଳ ବର୍ଷା ହେବ ଏବଂ ବାଲେଶ୍ବରରେ … Continue reading ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି, ଘଡ଼ଘଡ଼ି ସହ ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା