www.samajalive.in
Monday, December 15, 2025
24.1 C
Bhubaneswar

ପଶ୍ଚିମାଝଡ଼ ପ୍ରଭାବ, ପଶ୍ଚିମ ଓଡ଼ିଶାରେ ୨ ଦିନ ବର୍ଷା

ଭୁବନେଶ୍ୱର: ଶନିବାର(ଆସନ୍ତାକାଲି)ଠାରୁ ପଶ୍ଚିମ ଓଡ଼ିଶାରେ ୨ ଦିନ ବର୍ଷା ସମ୍ଭାବନା ରହିଛି । ପଶ୍ଚିମାଝଡ଼ ପ୍ରଭାବରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଡିସେମ୍ବର ୨୮ ତାରିଖରେ ବରଗଡ଼଼, ବଲାଙ୍ଗିର, ନୂଆପଡ଼ା, ଝାରସୁଗୁଡ଼ା, ସମ୍ବଲପୁର ଓ ସୋନପୁର ଜିଲାରେ ବର୍ଷା ହୋଇପାରେ । ସେହିପରି ଡିସେମ୍ବର ୨୯ରେ ଝାରସୁଗୁଡ଼ା, ସୁନ୍ଦରଗଡ଼଼, କେନ୍ଦୁଝର, କନ୍ଧମାଳ ଓ କଳାହାଣ୍ଡିରେ ବର୍ଷା ହେବ। ତେବେ ନବବର୍ଷରେ ପାଗ ଶୁଖିଲା ରହିବ ଏବଂ ପ୍ରବଳ ଶୀତ ଅନୁଭବ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories