www.samajalive.in
Sunday, December 14, 2025
19.1 C
Bhubaneswar

ଫେବୃଆରୀ ୨ ଯାଏଁ ଘନ କୁହୁଡ଼ି, ସତର୍କ ସୂଚନା ଜାରି

ଭୁବନେଶ୍ୱର: ରାଜ୍ୟରେ ଫେବୃଆରୀ ୨ ତାରିଖ ପର୍ଯ୍ୟନ୍ତ ଘନ କୁହୁଡ଼ି ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଶୁକ୍ରବାର ସକାଳ ପାଇଁ ୧୦ ଜିଲାକୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କଟକ, ଖୋର୍ଦ୍ଧା, ଢ଼େଙ୍କାନାଳ, ବୌଦ୍ଧ, ଅନୁଗୁଳ, କେନ୍ଦୁଝର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼଼ ଓ କୋରାପୁଟ ଜିଲାକୁ ଶୁକ୍ରବାର ସକାଳ ପାଇଁ ୱେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଶୁକ୍ରବାର ରାତି ଓ ଶନିବାର ସକାଳ ପାଇଁ ୮ ଜିଲାକୁ ଘନ କୁହୁଡ଼ି ନେଇ ପାଣିପାଗ ବିଭାଗ ୱେଲୋ ୱାର୍ଣ୍ଣିଂ ଜାରି କରିଛି। ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ବୌଦ୍ଧ, ଅନୁଗୁଳ, କେନ୍ଦୁଝର, କନ୍ଧମାଳ, କଳାହାଣ୍ଡି ଜିଲାକୁ ୱେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ସେହିପରି ପାଣିପାଗ ବିଭାଗ ପକ୍ଷରୁ ଫେବୃଆରୀ ୧ ରାତି ଓ ୨ ତାରିଖ ସକାଳ ପାଇଁ ୫ ଜିଲାକୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ନୟାଗଡ଼଼, ଗଞ୍ଜାମ, ଗଜପତି, ରାୟଗଡ଼଼ା ଓ କୋରାପୁଟକୁ ପାଣିପାଗ ବିଭାଗ ୱେଲୋ ୱାର୍ଣ୍ଣିଂ ଜାରି କରିଛି।

Hot this week

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

Related Articles

Popular Categories