www.samajalive.in
Saturday, December 6, 2025
15.1 C
Bhubaneswar

ଅସହ୍ୟ ତାତିରୁ ମିଳିବ ଆଶ୍ୱସ୍ତି: ୪ଦିନ ବର୍ଷିବ

ଭୁବନେଶ୍ୱର: ଆଜିଠୁ ରାଜ୍ୟରେ ପାଗରେ ଆସିବ ପରିବର୍ତ୍ତନ। ଆଗାମୀ ୪ଦିନ ଯାଏ କାଳବୈଶାଖୀ ନେଇ ପୂର୍ବନୁମାନ କରିଛି ପାଣିପାଗ ବିଭାଗ। ୯ତାରିଖ ଯାଏଁ ବିଭିନ୍ନ ସ୍ଥାନରେ ଝଡ଼ ତୋଫାନ ସହ ବର୍ଷା ହୋଇପାରେ। ୭ ଓ ୮ତାରିଖରେ ବର୍ଷାର ପରିମାଣ ଅଧିକ ରହିପାରେ। କିଛି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ପବନ ନେଇ ୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହି ସବୁ ଜିଲ୍ଲା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଗଞ୍ଜାମ, ଗଜପତି, ମୟୁରଭଞ୍ଜ ଏବଂ କନ୍ଧମାଳ ରହିଛି। ଏହି ସମୟରେ ପବନର ବେଗ ୪୦ରୁ ୫୦ କି.ମି ବହିବା ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories