www.samajalive.in
Saturday, December 6, 2025
14.1 C
Bhubaneswar

ବିଳମ୍ବରେ ଓଡ଼ିଶା ଛୁଇଁବ ମୌସୁମୀ !

ଭୁବନେଶ୍ବର : କେରଳ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ସପ୍ତାହେ ବିଳମ୍ବରେ ମୌସୁମୀ କେରଳ ଛୁଇଁଛି ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ପକ୍ଷରୁ ସୂଚନା ମିଳିଛି। କେରଳକୁ ସପ୍ତାହେ ବିଳମ୍ବରେ ମୌସୁମୀ ଛୁଇଁଥିବାରୁ ଓଡ଼ିଶାକୁ ମଧ୍ୟ ବିଳମ୍ବରେ ଆସିପାରେ ବୋଲି ଆକଳନ କରାଯାଇଛି।  କେରଳ ଛୁଇଁବାର ୧୦ ଦିନ ପରେ ସାଧାରଣତଃ ମୌସୁମୀ ଓଡ଼ିଶାକୁ ଆସିଥାଏ। ତେଣୁ ଜୁନ ୧୪ ବେଳକୁ ମୌସୁମୀ ଓଡ଼ିଶା ଛୁଇଁବାର ଯଥେଷ୍ଟ ସମ୍ଭାବନା ରହିଛି। ଅନ୍ୟପକ୍ଷରେ ଚଳିତ ବର୍ଷ ମୌସୁମୀ କେବେ ଓଡ଼ିଶା ଛୁଇଁବ ସେ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କିଛି ସ୍ପଷ୍ଟ ସୂଚନା ଦିଆଯାଇନାହିଁ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories