www.samajalive.in
Tuesday, December 9, 2025
15.1 C
Bhubaneswar

ଲାଗି ରହିଛି ତୁହାକୁ ତୁହା ବର୍ଷା; ବୌଦ୍ଧରେ ସର୍ବାଧିକ

ଭୁବନେଶ୍ୱର : ସାରା ରାଜ୍ୟରେ ଲାଗି ରହିଛି ତୁହାକୁ ତୁହା ବର୍ଷା। ଗତ ୨୪ ଘଣ୍ଟାରେ ବୌଦ୍ଧରେ ସର୍ବାଧିକ ୩୯୦.୬ ମିମି ବର୍ଷା ରେକର୍ଡ କରାଯାଇଛି। ୨୦ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ରେକର୍ଡ କରାଯାଇଛି। ୫୦ଟି ସ୍ଥାନରେ ଅତି ପ୍ରବଳ, ୬୧ଟି ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି।
ସୋନପୁରରେ୨୧୩.୬, ଫୁଲବାଣୀରେ ୨୦୫.୬,ବଲାଙ୍ଗୀରରେ ୧୭୩, କେନ୍ଦୁଝରରେ ୧୫୦.୨,ଅନୁଗୁଳରେ ୧୫୦ ମିମି,ତାଳଚେରରେ ୧୪୭, ଭବାନୀପାଟଣାରେ ୧୪୫ ମିମି ବର୍ଷା ରେକର୍ଡ କରାଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories