www.samajalive.in
Monday, December 8, 2025
20.1 C
Bhubaneswar

ଶୀତରେ ଥରୁଛି ଓଡିଶା ; ୧୦ ଡିଗ୍ରୀ ତଳେ ରାଜ୍ୟର ୮ ସହରର ତାପମାତ୍ରା

ଭୁବନେଶ୍ୱର : ପୁଣି ରାଜ୍ୟକୁ ଲେଉଟିଛି ଶୀତ। କିଛି ଦିନ ହେବ ରାଜ୍ୟର ଅନେକ ସ୍ଥାନରେ ଖୁବ ଥଣ୍ଡା ଅନୁଭବ ହେଉଛି। ଗୁରୁବାର ରାଜ୍ୟର ୮ ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରେକର୍ଡ କରାଯାଇଛି। ଫୁଲବାଣୀ ୫.୫ ଡିଗ୍ରୀ ସହ ସବୁଠାରୁ ଥଣ୍ଡା ସହର। ସେହିପରି ଦାରିଙ୍ଗବାଡି ୮, କୋରାପୁଟ ୮.୫, ଝାରସୁଗୁଡା ୯.୨, କେନ୍ଦୁଝର ୯.୪, ସୁନ୍ଦରଗଡ ୯.୫, ବଲାଙ୍ଗୀର ୯.୫, ଭବାନୀପାଟଣା ୯.୮, କଟକ ୧୩.୪ ଓ ଭୁବନେଶ୍ୱର ୧୪.୭ ରେକର୍ଡ କରାଯାଇଛି।

Hot this week

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

Related Articles

Popular Categories